Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    Share on :
    ajab-Image
    Date: Aug 22, 2026    Views: 2842

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।

    ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଉକ୍ତ ଦିନ ଗଣତି ମଣତି କରିବା ନିମନ୍ତେ ନିଷ୍ପତି ନିଆଯାଇଛି। ଶ୍ରଦ୍ଧାଳୁମାନଙ୍କର ସହଯୋଗ କାମନା କରିଛି ଶ୍ରୀମନ୍ଦିର ପ୍ରଶାସନ । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook