ମୁଖ୍ୟ ଖବର
ନୂଆଦିଲ୍ଲୀ: ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜରେ ଓ୍ବିକେଟ କିପର ରୁଷଭ ପନ୍ତଙ୍କୁ ସୁଯୋଗ ଦିଆଯାଇଛି। ଆହତ ଜନିତ କାରଣରୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା।
ସିରିଜ ପାଇଁ ୧୫ ଜଣିଆ ଦଳ ଘୋଷଣା ହୋଇଥିବାବେଳେ ଶୁବମନ ଗିଲ (ଅଧିନାୟକ), ରୁଷଭ ପନ୍ତ(ଉଇକେଟ କିପର), ଯସଶ୍ଵୀ ଜୟସଓ୍ବାଲ, କେ.ଏଲ. ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଡିକଲ, ଧ୍ରୁବ ଜୁରେଲ, ରବୀନ୍ଦ୍ର ଜାଡେଜା, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରା, ଅକ୍ଷର ପଟେଲ, ନିତିଶ କୁମାର ରେଡ୍ଡୀ, ମହମ୍ମଦ ସିରାଜ, କୁଳଦୀପ ଯାଦବ ଏବଂ ଆକାଶ ଦୀପ ରହିଛନ୍ତି।
Comments ସମସ୍ତ ମତାମତ