Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ଆଉ ୧୦ ଆକ୍ରାନ୍ତ ଚିହ୍ନଟ

    Share on :
    ajab-Image
    Date: Sep 19, 2023    Views: 3155

    ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ବଢୁଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ । ପୁଣି ୧୦ ଆକ୍ରାନ୍ତ ଚିହ୍ନଟ । ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୦ ରୋଗୀଙ୍କ ନମୁନା ପଜିଟିଭ ଆସିଛି ।

    ସୁନ୍ଦରଗଡ଼ ଜିଲ୍ଲାରେ ଗତ ଜାନୁଆରୀରୁ ଏଯାଏ ୧୯୩ ଜଣ ସ୍କ୍ରବ ଟାଇଫସ୍ ରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା କେବଳ ଜଣେ ରୋଗୀ ଆଇସିୟୁରେ ଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ସମସ୍ତ ରୋଗୀ ସୁସ୍ଥଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦେଇଛି । ଜିଲ୍ଲାର ସଦର ବ୍ଲକ ମଝାପଡା ଓ ବାଲିସଙ୍କରା ବ୍ଲକ ରୁ ଅଧିକ ରୋଗୀ ଚିହ୍ନଟ କରାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook