Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆସନ୍ତାକାଲିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ୟ୍ୟଟନ ଟ୍ରେନ୍‌

    Share on :
    ajab-Image
    Date: Jan 24, 2023    Views: 3898

    ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ୟ୍ୟଟନ ଟ୍ରେନର ଶୁଭାରମ୍ଭ ହେବ । ଦିଲ୍ଲୀରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ରେନର ଶୁଭାରମ୍ଭ କରିବେ । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍‌ ଯାତ୍ରା କରିବ ।

    ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଓଡ଼ିଶାରେ ଏହି ଟ୍ରେନ୍‌ ଯାତ୍ରା କରିବ । 
    ଦିଲ୍ଲୀର ସଫଦରଗଞ୍ଜ ଷ୍ଟେସନରୁ ଏହାର ଶୁଭାରମ୍ଭ ହେବାକୁ ଥିବା ବେଳେ ବାରଣାସୀରେ ଏହାର ପ୍ରଥମ ଷ୍ଟପେଜ ହୋଇଥିବା କୁହାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook