Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ବିଜେପି, ଜାଣନ୍ତୁ କିଏ ଅଛନ୍ତି

    Share on :
    ajab-Image
    Date: Sep 15, 2021    Views: 5892

    ଭୁବନେଶ୍ୱର: ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ ହେବାକୁ ଥିବା ବେଳେ ୨୦ ତାରିଖରୁ ପ୍ରାର୍ଥୀମାନେ ପ୍ରଚାର ଆରମ୍ଭ କରିପାରିବେ । ଏହାକୁ ନଜରରେ ରଖି ବିଜେପି ପକ୍ଷରୁ ୨୦ ଜଣ ତାରକା ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି । ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତି, ତିନି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ରାଜ୍ୟ ପ୍ରଭାରୀ ଡି.ପୁରନେ୍ଦଶ୍ୱରୀ, ସହପ୍ରଭାରୀ ବିିଜୟ ପାଲ ସିଂହ ତୋମାରଙ୍କ ସମେତ ରାଜ୍ୟର ବରିଷ୍ଠ ନେତାମାନେ ଅଛନ୍ତି । ଏଥିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସାଂସଦ ଅପରାଜିତା ଷଡଙ୍ଗୀ, ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା, ମନମୋହନ ସାମଲ, କେ.ଭି ସିଂହଦେଓ, ସୁରମା ପାଢ଼ୀ, ଡା.ସମ୍ବିତ ପାତ୍ର, ମୋହନ ଚରଣ ମାଝୀ, ପ୍ରଭାତୀ ପରିଡ଼ା, ମାନସ କୁମାର ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ସ୍ଥାନ ପାଇଛନ୍ତି ।

     

    Maximum 500 characters

    ରାଜନୀତି View all

    Find Us on Facebook