Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

    Share on :
    ajab-Image
    Date: Dec 24, 2025    Views: 2566

    ସୁନ୍ଦରଗଡ଼: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

    ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ପୋଲିସ ଅଧିକାରୀଙ୍କ ସହ ଟାଉନ ପୋଲିସ ଜେଲରେ ପହଞ୍ଚି କଏଦୀଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook