ମୁଖ୍ୟ ଖବର
କଟକ : କଟକ ଜିଲ୍ଲାପାଳଙ୍କ ଆଗରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି । ବାଙ୍କୀରେ ଜନ ଅଭିଯୋଗ ଶୁଣାଣି ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି । ପରିବାର ମଙ୍ଗଳ ଯୋଜନା ସହାୟତା ମିଳୁନଥିବା ଅଭିଯୋଗ ଆଣି ମହିଳା ଜଣଙ୍କ ଏଭଳି ଚରମ ନିଷ୍ପତ୍ତି ନେବାକୁ ପ୍ରୟାସ କରିଛନ୍ତି । ମହିଳା ଜଣଙ୍କ ଜିଲ୍ଲାପାଳଙ୍କ ଆଗରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିବା ବେଳେ ପୁଲିସ ତାଙ୍କୁ ଅଟକାଇଥିଲା ।
Comments ସମସ୍ତ ମତାମତ