Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଯୁକ୍ତ ୨ ପରେ ପଢ଼ିହେବ ବିଏଡ

    Share on :
    ajab-Image
    Date: Mar 13, 2025    Views: 3556

    ଭୁବନେଶ୍ୱର: ଏଣିକି ଯୁକ୍ତ ୨ ପରେ ପଢ଼ିହେବ ବିଏଡ ପାଠ୍ୟକ୍ରମ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ଏନେଇ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମଓୟୁ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । 

    ଏହାଛଡ଼ା ସେ କହିଛନ୍ତି ଯେ ୧୬ଟି  ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଏମଓୟୁ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ଆଇଟିଇପି କୋର୍ସ ପଢ଼ାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ମନ୍ତ୍ରୀ କହିଛନ୍ତି । 

    Maximum 500 characters

    ତାଜା ଖବର View all

    Find Us on Facebook