Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଶେଷ

ମୁଖ୍ୟ ଖବର

    ଭୋଜନ ଶେଷରେ ମିଠା କାହିଁକି ? ଜାଣନ୍ତୁ

    Share on :
    ajab-Image
    Date: Sep 19, 2023    Views: 2470

     କଥାରେ ଅଛି ଖାଇବା ପରେ କିଛି ମିଠା ଖାଇବା କଥା  ।  ତେବେ ଭୋଜନ ଶେଷରେ କାହିଁକି ମିଠା ଖାଇବା କଥା ଆସନ୍ତୁ ଜାଣିବା  ।  ଧାର୍ମିକ ଶାସ୍ତ୍ର ଅନୁଯାୟୀ, ଘରେ , ବାହାରେ, କୌଣସି ଧରଣିକା ଅନୁଷ୍ଠାନରେ କିମ୍ବା କୌଣସି ଭୋଜିରେ, ସବୁଠି ଭୋଜନର ଆରମ୍ଭ ରାଗ କିମ୍ବା ଲୁଣିରୁ ହୋଇଥାଏ  ।  ଭୋଜନର ଶେଷରେ ମିଠା ଖିଆଯାଇଥଏ  ।  ବୈଜ୍ଞାନିକ କାରଣ ଅନୁସାରେ ରାଗ ଖାଇବା ଯୋଗୁଁ ଆମ ପେଟ ଭିତରେ ଥିବା ପାଚନ ତତ୍ୱ ଠିକ ଭାବରେ ସଂଚାଳନ ହୋଇଥାଏ  ।  ଶେଷରେ ମିଠା ଖାଇବା ଯୋଗୁଁ ଅମ୍ଳର ତୀବ୍ରତା କମ ହୋଇଥାଏ  ।  ଯାହା ଫଳରେ ଆମକୁ ଏସିଡ଼ିଟି ବା ଜ୍ବଳନ ହୋଇନଥାଏ  । 

    ଭୋଜନ ପରେ ଆମକୁ ଶୋଷ ହୋଇଥାଏ  ।  ଆମେ ପାଣି ପିଇବାକୁ ଇଛା କରିଥାଉ  ।  ତେବେ ଖାଇବାର ତୁରନ୍ତ ପରେ ପାଣି ପିଇବା ଅନୁଚିତ  ।  କାରଣ ଏହା ଆମର ପାଚନ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ  ।  ତେଣୁ ଖାଇବା ପରେ କିଛି ମିଠା ଖାଇଲେ ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇଥାଏ  । 

    Maximum 500 characters

    ବିଶେଷ View all

    Find Us on Facebook