Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା

    Share on :
    ajab-Image
    Date: Jan 14, 2023    Views: 3203

    ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ଘୋଷଣା ହେଲା ଭାରତୀୟ ଦଳ । ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଅଷ୍ଟ୍ରେଲିଆ ବିପକ୍ଷ ଦଳରେ ରୋହିତ ଶର୍ମା ଦଳର ନେତୃତ୍ୱ ନେବେ । ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଦଳରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ସାମିଲ କରାଯାଇଛି । ଏଥିସହତି ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ମଧ୍ୟ ଟିମ୍ ଇଣ୍ଡିଆର ଖେଳାଳି ଘୋଷଣା ହୋଇଛି ।

    ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ପାଇଁ ଭାରତୀୟ ଦଳ

    ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ), ଶୁଭମନ୍ ଗିଲ, ଚିତେଶ୍ୱର ପୂଜାରା, ବିରାଟ କୋହଲି, ଶ୍ରେୟାସ ଆୟର, କେ ଏସ ଭରତ, ଇଷାନ କିଷାନ, ଆର ଅଶ୍ୱିନୀ, ଅକ୍ଷର ପଟେଲ, କୁଲଦୀପ ଯାଦବ, ରବୀନ୍ଦ୍ର ଜାଡେଜା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ଜୟଦେବ ଉନାଦକତ, ସୂର୍ୟ୍ୟକୁମାର ଯାଦବ

    ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ

    ରୋହିତ ଶର୍ମା (ଅଧିନାୟକ), ଶୁଭମନ୍ ଗିଲ, ଇଶାନ କିଷାନ, ବିରାଟ କୋହଲି, ଶ୍ରେୟାସ ଆୟର, ସୂର୍ୟ୍ୟକୁମାର ଯାଦବ, କେ ଏସ ଭରତ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ୱାଶିଂଟନ ସୁନ୍ଦର, ଶାହାବାଜ୍ ଅହମ୍ମଦ, ସାର୍ଦ୍ଦୁଲ ଠାକୁର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମରାନ୍ ମଲ୍ଲିକ


    ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ

    ହାର୍ଦ୍ଦିକ ପାଣ୍ଡ୍ୟା(ଅଧିନାୟକ), ସୂର୍ୟ୍ୟକୁମାର ଯାଦବ (ଉପ-ଅଧିନାୟକ), ଇଶାନ କିଷାନ, ଋତୁରାଜ ଗାଏକ୍ୱାଡ, ଶୁଭମନ୍ ଗିଲ, ଦୀପକ ହୁଡ୍ଡା, ରାହୁଲ ତ୍ରିପାଠୀ, ଜିଦେଶ ଶର୍ମା, ୱାଶିଂଟନ୍ ସୁନ୍ଦର, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, ଅର୍ଶଦୀପ ସିଂହ, ଉମରାନ ମଲ୍ଲିକ, ଶିଭମ ମାଭି, ପୃଥ୍ୱୀ ସ, ମୁକେଶ କୁମାର

    ସୂଚନାଯୋଗ୍ୟ ଯେ, ଜାନୁଆରୀ ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ଆରମ୍ଭ ହେବାକୁ ଯାଉଥିବାବେଳେ, ଜାନୁଆରୀ ୨୭ ତାରିଖରୁ ନ୍ୟୁଜିଲାଣ୍ଡ ବିରୋଧରେ ଟି-୨୦ ସିରିଜ୍ ଖେଳିବ ଟିମ୍ ଇଣ୍ଡିଆ । ଏହାପରେ ଫେବ୍ରୁଆରୀ ମାସରେ ଦଳ ଅଷ୍ଟ୍ରେଲିଆ ବିରୋଧରେ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ । ଯାହାର ଆରମ୍ଭ ଫେବ୍ରୁଆରୀ ୯ ତାରିଖରୁ ଆରମ୍ଭ ହେବ ।

    Maximum 500 characters

    ଖେଳ ଖବର View all

    Find Us on Facebook