Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଟ୍ରେନରୁ ଖସି ଯୁବକ ମୃତ

    Share on :
    ajab-Image
    Date: Jun 7, 2026    Views: 3426

    ଦିଗପହଣ୍ଡି:  ଟ୍ରେନରୁ ଖସି ଯୁବକ ମୃତ। ବ୍ରହ୍ମପୁର ରେଳ ଷ୍ଟେସନରେ ଅଘଟଣ ଘଟିଛି ।  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଚାଞ୍ଚଡାପଲ୍ଲୀ ଗାଁର  ସାଗର ଜେନା ନାମକ ଯୁବକଙ୍କ ଟ୍ରେନରୁ ଖସି ମୃତ୍ୟୁ ହୋଇଛି।  ତାମିଲନାଡୁରେ ଦାଦନ ଶ୍ରମିକ ଭାବେ  କାମ କରିବାକୁ ଯାଉଥିଲେ  ସାଗର ।  ଏନେଇ ସେ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚି ରେଳରେ ବସିବାକୁ ଯିବା ବେଳେ ଟ୍ରେନରୁ ଗୋଡ଼ ଖସି ତଳେ ପଡିଯାଇଥିଲେ। କିଛି ଯାତ୍ରୀ  ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗାଁରେ ସାଗରଙ୍କ ମରଶରୀର ପହଞ୍ଚିବା ପରେ ଶୋକର ଛାୟା ଖେଳିଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook