Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ମତାମତ ଲୋଡ଼ିଲେ ପାଣ୍ଡିଆନ, କାହିଁକି ଜାଣନ୍ତୁ

    Share on :
    ajab-Image
    Date: Apr 18, 2024    Views: 3188

    ଭୁବନେଶ୍ୱର: ବିଜେଡିର ପ୍ରକାଶ ପାଇବ ନିର୍ବାଚନୀ ଇସ୍ତାହାର। ତା’ ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଗୁରୁତ୍ବ ଦିଅନ୍ତି। ଏନେଇ ଚଳିତଥର ଲୋକଙ୍କ ମତାମତ ଅନୁସାରେ ବିଜେଡି ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ। 
    ଏଥିପାଇଁ bjdmanifesto2024@gmail.comରେ ମତାମତ ଦେବାକୁ ଲୋକଙ୍କୁ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅପିଲ କରିଛନ୍ତି ।

    ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର, ମତାମତକୁ ଗୁରୁତର ସହ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ । ଏପରିକି ଓଡ଼ିଶାବାସୀ ଯାହା ଚାହିଁବେ ସେହି ଅନୁସାରେ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ ବୋଲି କହିଛନ୍ତି ପାଣ୍ଡିଆନ ।

    ୍ଠ

    Maximum 500 characters

    ରାଜନୀତି View all

    Find Us on Facebook