Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଏମ୍ସରେ ଭର୍ତ୍ତି ଉପରାଷ୍ଟ୍ରପତି

    Share on :
    ajab-Image
    Date: Mar 9, 2025    Views: 5587

    ନୂଆଦିଲ୍ଲୀ: ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜପଦୀପ ଧନଖଡ଼। ଛାତିରେ ଯନ୍ତ୍ରଣା ଏବଂ ବିଚଳିତ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ୭୩ ବର୍ଷୀୟ ଧନଖଡ଼ ଶନିବାର ବିଳମ୍ବିତ ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌ରେ ରଖାଯାଇଥିବା ଜଣାପଡ଼ିଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook