Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରାଜଧାନୀରେ ଦେଖାଦେଲେ ସୂର୍ଯ୍ୟ

    Share on :
    ajab-Image
    Date: Aug 15, 2022    Views: 3351

     ଭୁବନେଶ୍ୱର: ସକ୍ରିୟ ରହିଛି ଅବପାତ । ସକ୍ରିୟ ଅବପାତ ଘଣ୍ଟାପ୍ରତି ୩୪ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ପାର୍ଶ୍ୱବର୍ତ୍ତୀ ଉତ୍ତର ଛତିଶଗଡ଼ ଏବଂ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଝାରସୁଗୁଡ଼ାଠାରୁ ଉତ୍ତର ଉତ୍ତର ପଶ୍ଚିମ ଦିଗରେ ପାଖାପାଖି ୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ।

    ଭୁବନେଶ୍ୱରରେ ବର୍ଷା କମିଥିଲେ ବି ପବନର ବେଗ ବୃଦ୍ଧି ପାଇଛି । ଘଣ୍ଟାପ୍ରତି ୨୫ରୁ ୩୦ କିଲୋମିଟର ଯାଏଁ ପବନ ବହୁଛି । ଦୀର୍ଘ ୯ ଦିନ ବ୍ୟବଧାନ ପରେ ଭୁବନେଶ୍ୱରରେ ଦେଖାଗଲା ସୂର୍ଯ୍ୟ । ଅବପାତ ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ ବର୍ଷାର ପ୍ରଭାବ କମିଛି । ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ହାରାହାରି ବର୍ଷା ୧୧୮.୫ ମିଲିମିଟର ଯାହା ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ ୧୬୧୮ ପ୍ରତିଶତ ଅଧିକ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook