Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

Read more

ଖୁବଶୀଘ୍ର ହେବ ମହାନଦୀ ଜଳବିବାଦ ସମାଧାନ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଖୁବ ଶୀଘ୍ର ମହାନଦୀ ଜଳବିବାଦ ସମାଧାନ ହେବ । ୨ ଦିନଆ ଓଡ଼ିଶା ଗସ୍ତରେ ଆସି ଏହି ବଡ଼ ସୂଚନା ଦେଇଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ମହାନଦୀକୁ ନେଇ କୌଣସି ପ୍ରକାର ଜଳ ବିବାଦ ନାହିଁ । ଦିଲ୍ଲୀରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ...
Read more

କମିଲା PUCC ଫାଇନ୍‌

ଭୁବନେଶ୍ୱର: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ଘୋଷଣା କରିଛନ୍ତି।
Read more

30ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ସେପଟେ 30 ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ସିଷ୍ଟମ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଫଳରେ 29 ତାରିଖରୁ ରାଜ୍ୟରେ ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ...
Read more

ଆଜି ଆମ ବସ୍‌ରେ ମହିଳାମାନେ କରିବେ ମାଗଣା ଯାତ୍ରା

ଭୁବନେଶ୍ୱର: ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି CRUT (Comprehensive Region Urban Transport) କର୍ତ୍ତୃପକ୍ଷ। ଆଜି ମହିଳାମାନେ ମାଗଣାରେ ‘ଆମ ବସ୍‌’ରେ ଯିବାଆସିବା କରିପାରିବେ।  ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଓ ...
Read more

ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼ :ପରିସ୍ରା ଯିବା ବାହାନାରେ ଡାକ୍ତରଖାନାରୁ ଫେରାର ହୋଇଗଲେ ହତ୍ୟା ଅଭିଯୁକ୍ତ। ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ଅଭିଯୁକ୍ତଙ୍କ ନାଁ ଟେକଚାନ୍ଦ ବେହେରା। ଏକ ହତ୍ୟା ମାମଲାରେ ତାଙ୍କୁ ଗିରଫ କରିଥିଲା ସୁନ୍ଦରଗଡ଼ ସଦର ଥାନା ପୁଲିସ।ଗିରଫ ଟେକଚାନ୍ଦ ...
Read more

ନାଳରେ ଭାସିଯାଇ ୨ ମୃତ

ବଡ଼ବିଲ: ଗତକାଲି ଲଘୁଚାପ ଜନିତ ଲଗାଣ ବର୍ଷାରେ ବଡ଼ବିଲ ଅଞ୍ଚଳର ନଦୀ ଓ ନାଳରେ କୂଳ ଲଙ୍ଘି ଜଳ ପ୍ରବାହିତ ହୋଇଥିଲା। ସଂଧ୍ୟା ପ୍ରାୟ ୬ ଘଟିକା ସମୟରେ ରାଇକା ଗ୍ରାମର  ସୁକୁମାର ମୁଣ୍ଡା(୪୦) ଘରୁ ବାହାରି ଯାଇଥିଲେ। ବିଳମ୍ବିତ ରାତି ଯାଏ ସେ ଘରକୁ ନଫେରିବାରୁ, ପରିବାର ଲୋକେ ...
Read more

ସ୍ତ୍ରୀକୁ ମାରି ପୋଖରୀକୁ ଫିଙ୍ଗିଦେଲା ସ୍ୱାମୀ !

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଅନ୍ତର୍ଗତ ବେଲଦ୍ୱାର ଗାଁରେ ଯୌତୁକ ଜନିତ କଳହକୁ କେନ୍ଦ୍ର କରି ଜଣେ ନୃଶଂସ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗରେ ପୁଲିସ ମୃତକଙ୍କ ...
Read more

ପ୍ରବଳରୁ ଅତି ପ୍ରବଳ ବର୍ଷା: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଦିଲ୍ଲୀସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୫ ଓ ୧୬ ...
Read more

ଆଜି ବନକ ଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁରୁବାର ଶ୍ରାବଣ ମାସ ଶୁକ୍ଳ ପକ୍ଷ ପ୍ରତିପଦ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ...
Read more

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ...
Read more

ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ କୃଷି ସମବାୟ ସମିତିକୁ ଏବଂ ୧୪୨୬ ଟନ୍ ସାର ଡିଲରମାନଙ୍କୁ ପ୍ରଦାନ କରାଯାଇଛି ...
Read more

ପାଣିରେ ଟ୍ରାକ୍ଟର, ଚାପି ହୋଇ ଚାଳକ ମୃତ

ବାଲିପାଟଣା: ବାଲିପାଟଣା ଥାନା ଗୁଆପୁର ବାଲୁଙ୍କେଶ୍ୱରଙ୍କ ନିକଟରେ ଥିବା ପୋଖରୀ ଭିତରକୁ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ପଡିଛି। ଟ୍ରାକ୍ଟର ଚାଳକଙ୍କ ଉପରେ ଇଂଜିନ ଚାପି ହୋଇ ଯାଇଛି। ଦୀର୍ଘ ୩ ଘଣ୍ଟା ପରେ ଡ୍ରାଇଭରଙ୍କୁ ପାଣି ଭିତରୁ ଉଦ୍ଧାର କରାଯାଇଛି। ବାଲିପାଟଣା ...
Read more

ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବନ୍ଦ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ଏଣେ ଏକାମ୍ରକ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିରରେ ଗମ୍ଭୀର ନୀତି ବିଭ୍ରାଟ ଦେଖାଦେଇଛି। ଶ୍ରାବଣ ପାଉଣା ବଣ୍ଟନକୁ ନେଇ ବ୍ରାହ୍ମଣ ଓ ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିବାରୁ ଗତକାଲି ସନ୍ଧ୍ୟାରୁ ...
Read more

ଯୁବକଙ୍କ ଗଳାକାଟି ହତ୍ୟା ଉଦ୍ୟମ

ନାକଟିଦେଉଳ :ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ଗ୍ରାମରେ ଜଣେ ଯୁବକର ଗଳାକାଟି ହତ୍ୟା ଉଦ୍ୟମ କରାଯାଇଥିବା ଜଣାପଡିଛି l ଗୁରୁତର ଆହତ ଯୁବକ ଜଣଙ୍କ ସରାପାଲି ପଂଚାୟତ ମାରୱାଡିମୁଣ୍ଡା ଗ୍ରାମର ଟୁନା ମାହାର, ଆନୁମାନିକ ବୟସ ୩୦ବର୍ଷ ...
Read more

ଜନତା ଦରବାର: ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀରେ ବସିଲା ମୁଖ୍ୟମନ୍ତ୍ରୀ ଜନତା ଦରବାର। ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କ ଦୁଃଖ ବୁଝିବା ସହ ସେମାନଙ୍କର ସମସ୍ୟ ଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ...
Read more

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ

ଭୁବନେଶ୍ୱର: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେ ପହଞ୍ଚିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତବିଶେଷ ପହଞ୍ଚି ତାଙ୍କୁ ବିପୁଳ ...