Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦୁର୍ଗା ପୂଜା

ମୁଖ୍ୟ ଖବର

Read more

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ ଶେୟାର କରି ...
Read more

କେଦାରନାଥରେ ପ୍ରବଳ ବର୍ଷା: ଚାରିଧାମ ଯାତ୍ରା ବନ୍ଦ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର କେଦାରନାଥରେ ପ୍ରବଳ ବର୍ଷା ଜାରି ରହିଛି ।  ଯାହା ଫଳରେ ତୀର୍ଥଯାତ୍ରୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ଅନ୍ୟପକ୍ଷରେ, ଚାମୋଲିରେ ଲଗାଣ ବର୍ଷା ଯୋଗୁଁ ବଦ୍ରିନାଥ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ...
Read more

ନିଶାସକ୍ତ ପାଇଲଟ ବରଖାସ୍ତ

ନୂଆଦିଲ୍ଲୀ : ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନର ମୁଖ୍ୟ ପାଇଲଟଙ୍କ ନିଶା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏହି ମାମଲାର ତଦନ୍ତ କରୁଥିବା ବିମାନ ଦୁର୍ଘଟଣା ଯାଞ୍ଚ ବ୍ୟୁରୋ (ଏଏଆଇବି)ର ପ୍ରାରମ୍ଭିକ ରିପୋର୍ଟରୁ ଏହି ସୂଚନା ମିଳିଛି। ଏହା ପରେ ଏୟାର ...
Read more

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ:  କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଏହି ରାଜ୍ୟ ଓ ...
Read more

ବଢ଼ିଲା ପିଏମ କିଷାନ ଯୋଜନା ଅବଧି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ବୃଦ୍ଧି ପାଇଛି ଦେଶରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ବା ପିଏ କିଷାନ ଯୋଜନାର ଅବଧି। ଏହି ଯୋଜନାର ଅବଧିକୁ ୨୦୨୬-୨୭ରୁ ...
Read more

ଯୁଦ୍ଧ ସାମୟିକ ସ୍ଥଗିତ ରଖିଲା ଆମେରିକା

ୱାଶିଂଟନ: ଇରାନ ବିରୋଧରେ ଆମେରିକା ଚଳାଇଥିବା ଯୁଦ୍ଧକୁ ସ୍ଥଗିତ ରଖିବା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୈନ୍ୟବାହିନୀକୁ ନିର୍ଦେଶ ଦେଇଛନ୍ତି। ଇରାନ ବିରୋଧରେ ଆମେରିକା କ୍ରମାଗତ ୧୩ ଦିନ ଧରି ଯୁଦ୍ଧ ଚଳାଇଆସିଥିଲାବେଳେ ରବିବାର ଏହାକୁ ସାମୟିକ ସ୍ଥଗିତ ...
Read more

ମୌସୁମୀ ଅଧିବେଶନ ; ମୋଦୀଙ୍କ ଉଦବୋଧନ

ନୂଆଦିଲ୍ଲୀ : ଆଜି ଠାରୁ ସଂସଦର ମୌସୁମୀ ଅଧିବେଶନ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଗଣମାଧ୍ୟମକୁ ସମ୍ବୋଧିତ କରି ଛନ୍ତି। ଅଧିବେଶନ ସମୟରେ ସେ ଦେଶର ଯୁବପିଢ଼ି, ବୈଜ୍ଞାନିକ ଏବଂ ଆର୍ଥିକ ପ୍ରଗତିକୁ ପ୍ରଶଂସା କରିଥିଲେ। ସେ କହି ଛନ୍ତି ଯେ ବିଶ୍ୱ ...
Read more

ମମତାଙ୍କୁ ଝଟ୍‌କା, ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

ନୂଆଦିଲ୍ଲୀ; ପଶ୍ଚିମବଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି । ତାଙ୍କର ଘନିଷ୍ଠ ସହଯୋଗୀ ଭାବେ ପରିଚିତ ଟିଏମ୍‌ସିର ରାଜ୍ୟ ସଭାପତି ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ସମସ୍ତ ଦଳୀୟ ପଦରୁ ଇସ୍ତଫା ଦେଇଛନ୍ତି । ଏ ସଂପର୍କରେ ସେ ...
Read more

ନୂତନ ସେନାମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଜେନରଲ ଧୀରଜ ସେଠ୍

ନୂଆଦିଲ୍ଲୀ: ପଶ୍ଚିମ ମୋର୍ଚ୍ଚାରେ ଦୁଇଟି କାର୍ଯ୍ୟକ୍ଷମ ସେନା କମାଣ୍ଡର ନେତୃତ୍ୱ ନେବାର ବିରଳ ଗୌରବ ହାସଲ କରିଥିବା ଜଣେ ଦକ୍ଷ ସାମରିକ ଅଧିକାରୀ ଜେନେରାଲ ଧୀରଜ ସେଠ୍ ମଙ୍ଗଳବାର ସ୍ଥଳ ସେନାର ନୂତନ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜେନେରାଲ ସେଠ୍ ସୀମାରେ ...
Read more

ଯାତ୍ରୀବାହୀ ଗାଡ଼ିକୁ ପିଟିଲା ଟ୍ରକ୍, ୭ ମୃତ

ରାମଗଡ଼: ଝାଡ଼ଖଣ୍ଡର ରାମଗଡ଼ ଜିଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା ଘଟିଯାଇଛି । ଏକ ଦ୍ରୁତଗାମୀ କୋଇଲା ବୋଝେଇ ଟ୍ରକ୍ ଏବଂ ଯାତ୍ରୀବାହୀ ଗାଡ଼ି ମଧ୍ୟରେ ସାମ୍ନାସାମ୍ନି ଭୟଙ୍କର ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କର ମୃତ୍ୟୁ ...
Read more

ଭେନେଜୁଏଲାରେ ଭୟଙ୍କର ଭୂକମ୍ପ ; ଧ୍ବଂସସ୍ତୂପ ତଳେ ହଜାର ହଜାର ଜୀବନ

କାରାକାସ : ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ଭେନେଜୁଏଲାରେ ଗୁରୁବାର ଦୁଇଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶତାଧିକ ଲୋକ ପ୍ରାଣ ହରାଇଛନ୍ତି। ଦେଶର ଅନ୍ତରୀଣ ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜଙ୍କ କହିବା ...
Read more

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ

କଲିକତାରୁ ପ୍ରଧାନମନ୍ତ୍ରୀଙ୍କ ଲାଇଭ୍ କାର୍ଯ୍ୟକ୍ରମରେ ଯୋଡ଼ିହେଲେ ମୁଖ୍ୟମନ୍ତ୍ରୀ ଗଜପତି, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ଖୋଲିବ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ସୁସ୍ଥ ଓ ଚାପମୁକ୍ତ ଜୀବନ ପାଇଁ ବୟସ୍କ, ଯୁବ ଓ ଛାତ୍ର - ସମସ୍ତଙ୍କୁ ନିୟମିତ ଯୋଗାଭ୍ୟାସ ...
Read more

ଅଭିନେତ୍ରୀ ସଞ୍ଚିତାଙ୍କ ଆତ୍ମହତ୍ୟା

ମୁମ୍ବଇ : ଟେଲିଭିଜନ ଓ ଚଳଚ୍ଚିତ୍ର ଅଭିନେତ୍ରୀ ସଞ୍ଚିତା ଉଗଲେ ମୁମ୍ବଇର ନାଲାସୋପାରା ଅଞ୍ଚଳରେ ଥିବା ସାଇ ସନ୍ତୋଷୀ ଆପାର୍ଟମେଣ୍ଟସ୍ଥିତ ନିଜ ବାସଭବନରେ ରବିବାର ଆତ୍ମହତ୍ୟା କରିଥିବା ପୁଲିସ ତରଫରୁ ସୂଚନା ମିଳିଛି। ସଞ୍ଚିତା ‘କୁମ୍‌କୁମ୍‌ ଭାଗ୍ୟ’ ଓ ...
Read more

ନିଟ ୟୁଜି ପୁନଃ-ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଜାରି କଲା ଏନଟିଏ

ନୂଆଦିଲ୍ଲୀ: ନିଟ ୟୁଜି ପୁନଃ-ପରୀକ୍ଷା ପାଇଁ ଆଡମିଟ କାର୍ଡ ଜାରି କଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) । ଆସନ୍ତା ଜୁନ ୨୧ରେ ନିଟ ୟୁଜି ପୁନଃ-ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀମାନେ ଅଫିସିଆଲ ୱେବସାଇଟ neet.nta.nic.in ରୁ ସେମାନଙ୍କର ଆଡମିଟ କାର୍ଡ ଡାଉନଲୋଡ ...
Read more

ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାରେ ପାଳିତ ରଜ ଉତ୍ସବ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ଏହି ଫସଲର ଉତ୍ସବ ରଜର ଶୁଭ ଅବସରରେ, ମୁଁ ସମଗ୍ର ଦେଶର ...
Read more

ଧୀରଜ୍ ସେଠ୍ ପରବର୍ତ୍ତୀ ସେନା ମୁଖ୍ୟ

ନୂଆଦିଲ୍ଲୀ:  ପ୍ରତିରକ୍ଷା ମନ୍ତ୍ରଣାଳୟ ଦେଶର ନୂତନ ସ୍ଥଳ ସେନାଧ୍ୟକ୍ଷ ଅର୍ଥାତ ଚିଫ୍ ଅଫ୍ ଆର୍ମି ଷ୍ଟାଫ୍ ନିଯୁକ୍ତି ନିର୍ଦେଶ ଜାରି କରିଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦେଶରେ କୁହାଯାଇଛି ଯେ, ରାଷ୍ଟ୍ରପତି ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ୍‌ଙ୍କୁ ଆଗାମୀ ...